ରାଜନୀତିରାଜ୍ୟ

ଭୁବନେଶ୍ୱର ଆସିବେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଗୃହ ମନ୍ତ୍ରୀ ଶାହ

 

ଷ୍ଟାରଓଡିଶାନ୍ୟୁଜ (ଭୁବନେଶ୍ୱର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହ ମନ୍ତ୍ରୀ ଅମିତ ଶାହ ଓଡ଼ିଶା ଆସୁଛନ୍ତି । ପିଏମ ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହ ଡିଜିପି କନଫରେନ୍ସରେ ଯୋଗ ଦେବେ ।

ନଭେମ୍ବର ୨୯ ତାରିଖରେ ଭୁବନେଶ୍ୱରରେ ଆୟୋଜିତ ହେବ ଡିଜିପି ସମ୍ମିଳନୀ । ଏନେଇ ସରକାରୀ ଭାବେ ସୂଚନା ଦିଆଯିବ ବୋଲି ଓଡ଼ିଶା ବିଜେପି ଉପସଭାପତି ଗୋଲକ ମହାପାତ୍ର କହିଛନ୍ତି ।

Related posts

କାର୍ଯ୍ୟରେ ଯୋଗ ଦେଲେ ବରିଷ୍ଠ ଆଇଏଏସ ସୁଜାତା କାର୍ତ୍ତିକେୟନ

Star Odisha News

ରାଜ୍ୟସଭା ଯିବେ ଓଡ଼ିଆ ଚଳଚିତ୍ର ଜଗତର ସୁପରଷ୍ଟାର ଅନୁଭବ ମହାନ୍ତି , ଯାହାକୁ ନେଇ ଏବେ ସାରା ଓଡ଼ିଶାରେ ଚର୍ଚା ଆରମ୍ଭ ହୋଇଛି I

Star Odisha News

ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ୭୫ତମ ରାଷ୍ଟ୍ରୀୟ ସମ୍ବିଧାନ ଦିବସ ପାଳିତ ।

Star Odisha News

Leave a Comment