ରାଜ୍ୟ

ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟରେ ‘ନିଶୁଳ୍କ ଡାୟାଲିସିସ୍ ସେବା’ ଶୁଭାରମ୍ଭ

ଷ୍ଟାରଓଡିଶାନ୍ୟୁଜ (ସମ୍ବଲପୁର) : ସମ୍ବଲପୁର ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟରେ କେନ୍ଦ୍ର ଶିକ୍ଷା ଧର୍ମେନ୍ଦ୍ର ପ୍ରଧାନଙ୍କ କରକମଳରେ ‘ନିଶୁଳ୍କ ଡାୟାଲିସିସ୍ ସେବା’ ଶୁଭାରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମଧ୍ୟ ଉପସ୍ଥିତ ଥିଲେ I
ପୂର୍ବରୁ ଦେଶରେ ବିଭିନ୍ନ ରାଜ୍ୟର ରାଜଧାନୀ ବା ବଡ ବଡ ସହରରେ ଡାୟାଲିସିସ୍ ସେଣ୍ଟରର ବ୍ୟବସ୍ଥା ଥିଲା । ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି କାରଣରୁ ଓଡ଼ିଶା ସମେତ ସମଗ୍ର ଭାରତବର୍ଷରେ ସରକାରୀ ବ୍ୟବସ୍ଥାରେ ଡାୟାଲିସିସ୍ ସେଣ୍ଟର ଖୋଲାଯିବା ସହ ମାଗଣାରେ ଏହି ଚିକିତ୍ସା ସେବା ଯୋଗାଇଦେବାର ବ୍ୟବସ୍ଥା କରାଯାଉଛି ।

Related posts

ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

Star Odisha News

ବଡଦାଣ୍ଡରୁ ଚାଲି ଚାଲି ଯାଇ ଜଗା ଦର୍ଶନ କଲେ ମହାମହିମ ରାଷ୍ଟ୍ରପତି

Star Odisha News

ମଧୁବନ ରେସ୍ତୋରାଁ ସିଲ୍‌: ଗ୍ରାହକଙ୍କୁ ପରସୁଥିଲା ବାସି ଖାଦ୍ୟ

Star Odisha News

Leave a Comment