ରାଜ୍ୟ

ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

ଷ୍ଟାରଓଡିଶାନ୍ୟୁଜ ବ୍ୟୁରୋ : ‘ସୁଭଦ୍ରା’ ଯୋଜନାକୁ ନେଇ ଶନିବାର ବଡ଼ ଅପ୍‌ଡେଟ୍‌ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ରୁ ବାଦ ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ଶେଷ ହୋଇଥିବା ସେ ସୂଚନା ଦେଇଛନ୍ତି। ଯାଞ୍ଚ ପରେ ୨୨ ପ୍ରତିଶତ ଆବେଦନକାରୀଙ୍କୁ ଆସନ୍ତାକାଲି ଅର୍ଥାତ୍‌ ରବିବାର ଟଙ୍କା ମିଳିବ। ବାକି ଆବେଦନକାରୀ ଜମି ଯୋଗ୍ୟତା ପାଇଁ ବାଦ ପଡ଼ିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Related posts

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୫ ହଜାର ଗୃହରକ୍ଷୀ ପଦବୀ ପୂରଣ ହେବ

Star Odisha News

ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ, ବିମାନରୁ ଓହ୍ଲାଇ ସିଧା ଗଲେ ସଭାକୁ

Star Odisha News

ନିଆରା ଢଙ୍ଗରେ ପାଳନ ହେଲା ପ୍ରତିଷ୍ଠା ଦିବସ II 9 ବର୍ଷରେ ପାଦ ଥାପିଲା ମା ମଙ୍ଗଳ ସର୍ଭିସେସ II Star Odisha News

Star Odisha News

Leave a Comment